ଦେଶରେ ଆଜି ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୭।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୭୮,୫୪୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୪୩,୩୪୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩,୪୨୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୬୯୬କୁ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *