
କାଲିଠୁ ପୁଣି ୨ ଦିନ ସ୍କୁଲ ଛୁଟି । ରାଜ୍ୟରେ ୨ ଦିନ ବନ୍ଦ ରହିବ ସ୍କୁଲ । ଗ୍ରୀଷ୍ମ ପ୍ରବହାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ରାଜ୍ୟରେ ୧୯ ଓ ୨୦ ତାରିଖରେ ବନ୍ଦ ରହିବ ସ୍କୁଲ ଓ ଅଙ୍ଗନବାଡି ।ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ଯନ୍ତ ବନ୍ଦ ରହିବ ସ୍କୁଲ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଦୁଇଦିନ ବନ୍ଦ ରହିବ। ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ।