ଷ୍ଟିଅରିଂ ଛାଡି ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ, ପ୍ରତିକ୍ରିୟା ରଖିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପ୍ରମୁଖ ସଚିବ

à­§à­¦ ଦଫା ଦାବିରେ ଅନିଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ବୁଧବାର ସକାଳୁ ଆରମ୍ଭ ହୋଇଥିଲା…

ଆପାର୍ଟମେଣ୍ଟରୁ ଖସି ରିତେଶ ଅଗ୍ରଓ୍ବାଲଙ୍କ ପିତା ରମେଶ ଅଗ୍ରଓ୍ବାଲଙ୍କର ମୃତ୍ୟୁ;

ଓୟୋର ପ୍ରତିଷ୍ଠାତା ରିତେଶ ଅଗ୍ରଓ୍ବାଲଙ୍କ ପିତା ରମେଶ ଅଗ୍ରଓ୍ବାଲଙ୍କର ମୃତ୍ୟୁ ହୋଇଛି । ଗୁରୁଗ୍ରାମର ଏକ ଆପାର୍ଟମେଣ୍ଟରୁ ଖସି ତାଙ୍କ ପିତା…

ଝାରସୁଗୁଡ଼ାରେ ନବ ଦାସଙ୍କ ପାର୍ଥିବ ଶରୀର

ଝାରସୁଗୁଡ଼ା ଅଫିସ,୩୦ା୧: ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମରଶରୀର ସୋମବାର ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଣାଯାଇଛି। ଝାରସୁଗୁଡ଼ା ବିମାନବନ୍ଦରରେ ତାଙ୍କ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ସୁଖବିନ୍ଦର ସିଂ ସୁଖୁ

ଶିମଲା,à­§à­§ ।୧୨: ହିମାଚଳ ପ୍ରଦେଶର à­§à­« ତମ ମୁଖ୍ୟମନ୍ତ୍ରୀ ଭାବେ ସୁଖବିନ୍ଦର ସିଂ ସୁଖୁ ରବିବାର ଶପଥ ଗ୍ରହଣ କରିଛନ୍ତି ।…

ଆଜି ଦେଶରେ ୨୧୦ ନୂଆ କୋଭିଡ୍‌-୧୯ ସଂକ୍ରମଣ;

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-à­§à­¯ ସଂକ୍ରମଣ ୨୦୦ ଉପରେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ…

ସାଧାରଣ ଲୋକଙ୍କୁ ଝଟ୍‌କା:୩୫ ବେସିସ୍‌ ପଏଣ୍ଟ୍‌ ବଢ଼ାଇ ୬.୨୫%କୁ ରେପୋ ରେଟ୍‌ ବୃଦ୍ଧି କଲା ରିଜର୍ଭ ବ୍ୟାଙ୍କ୍‌; ବଢ଼ିପାରେ କାର୍‌ ଓ ବାସଗୃହ ‘ଇଏମ୍‌ଆଇ’

ମୁମ୍ବାଇ: ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍‌ à­©à­« ବେସିସ୍‌ ପ‌ଏଣ୍ଟ୍‌ ବଢ଼ାଇ à­¬.୨୫% କରିଥିବା କଥା ଆଜି ଗଭର୍ଣ୍ଣର୍‌ ଶକ୍ତିକାନ୍ତ…

ଆଜି ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟଗ୍ରହଣ

ବରଗଡ଼/ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟଗ୍ରହଣ। ଆଜି ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ହାଇଭୋଲଟେଜ୍ ନିର୍ବାଚନରେ…

ପଦ୍ମପୁରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ପ୍ରଚାର

ବରଗଡ (ଓଡିଶା ଟୁଡେ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ପ୍ରଚାର ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ନୂଆ ରୂପ ପାଇଲା ଦେବୀ ତାରାତାରିଣୀଙ୍କ ପୀଠ

ପୁରୁଷୋତ୍ତମପୁର (ବବି ରଥ): ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ତଥା ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ମା’ତାରାତାରିଣୀଙ୍କ ମନ୍ଦିରର ଜୀର୍ଣ୍ଣୋଦ୍ଧାର ଓ ନୂତନ…

ଲ୍ୟାଣ୍ଡମାଇନ୍‌ ଉପରେ ଚଢ଼ିଗଲେ ଯବାନ, ବିସ୍ଫୋରଣରେ ହରାଇଲେ ଗୋଡ଼

ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁରରେ ଶନିବାର ସକାଳୁ ନକ୍ସଲ ହିଂସା ଦେଖିବାକୁ ମିଳିଛି। ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଗୁରୁତର…