ବାଣିଜ୍ୟ

ଭାରତର Blue Revolutionରେ ଅଗ୍ରଣୀ ରାଜ୍ୟ ଭାବେ ଓଡିଶା ସ୍ଥାନ ପାଇବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର…

ମନୋରଞ୍ଜନ

କ୍ରୀଡା

ଦକ୍ଷିଣ ଆଫ୍ରିକା ୧୧୭ ରନରେଅଲ ଆଉଟ, ଭାରତ ଆଗରେ ୧୧୮ ରନର ବିଜୟ ଲକ୍ଷ୍ୟ

ଭାରତ-ଦକ୍ଷିଣ ଆଫ୍ରିକା ୩ୟ ଟି-୨୦ରେ ୧୧୭ ରନରେ ଅଲଆଉଟ ହୋଇଛି ଦକ୍ଷିଣ ଆଫ୍ରିକା । ଫଳରେ ଭାରତ ଆଗରେ ରହିଛି ୧୧୮ ରନର ବିଜୟ ଲକ୍ଷ୍ୟ । ଭାରତ ଖେଳାଳିଙ୍କ ବୋଲିଙ୍ଗର ସାମ୍ନା କରି ପାରିଲେନି ଦକ୍ଷିଣ ଆଫ୍ରିକା ଖେଳାଳି ।…

ରାଜନୀତି

ବେଲଗୁଣ୍ଠା : ବିଜେଡି ଛାଡି ବିଜେପିରେ ମିଶିଲେ ପଞ୍ଚାୟତ ପ୍ରତିନିଧି

ବେଲଗୁଣ୍ଠା ୦୮/୧୨ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ଦେଢ଼ବର୍ଷରୁ କମ୍ ସମୟ ଥିବା ବେଳେ ଏହାକୁ ଆଖି ଆଗରେ ରଖ୍ ସୋରଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବେଲଗୁଣ୍ଠା ଏନ୍ଏସି ଓ…

ନୂଆପଡା ଉପ ନିର୍ବାଚନ: ଇତିହାସ ରଚିଲା ବିଜେପି, ୮୩ ହଜାରରୁ ଉର୍ଦ୍ଧ୍ଵ ଭୋଟରେ ଜିତିଲେ ଜୟ ଢୋଲକିଆ

ଭୁବନେଶ୍ଵର: ଓଡିଶାର ଏକ ମାତ୍ର ବିଧାନସଭା ଆସନ ନୂଆପଡା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଭୋଟ ଗଣତି ଶେଷ ହୋଇଛି। ଏହି ଉପନିର୍ବାଚନର ଫଳାଫଳ ନିର୍ବାଚନ ଆୟୋଗ ପ୍ରକାଶ କରିଛନ୍ତି। ନିର୍ବାଚନ ଆୟୋଗ ଅନୁଯାୟୀ, ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଜୟୀ…

ବିଜ୍ଞାନ ଓ ପ୍ରଯୁକ୍ତି

ଓଡ଼ିଶା ସମେତ ଦେଶର ଆଠଟି ସ୍ଥାନରେ 4ଜି ଟାୱାରଗୁଡ଼ିକର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 27 ତାରିଖ, ଶନିବାର ଦିନ ଓଡ଼ିଶା ସମେତ ଆଠଟି ରାଜ୍ୟରେ ଦେଶବ୍ୟାପୀ ସ୍ୱଦେଶୀ 4ଜି ଷ୍ଟାକ୍‌ ଏବଂ ଡିଜିଟାଲ ଭାରତ ନିଧି (ଡିବିଏନ)ର ପାଣ୍ଠି ଯୋଗାଣରେ ନିର୍ମିତ 4ଜି ଟାୱାରଗୁଡ଼ିକର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା…