ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ: ୬ ଲୋକସଭା, ୪୨ ବିଧାନସଭା ଆସନରେ ଚାଲିଛି ଭୋଟ୍ ଗ୍ରହଣ

ଭୁବନେଶ୍ୱର (ଓଡ଼ିଶା ଟୁଡେ): ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଓଡ଼ିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଆଜି ଆରମ୍ଭ…