Breaking News | Odisha News | India News | World News | Odisha Today
ରାଞ୍ଚି: ଝାଡଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜ୍ୟର ରାଜନୀତିରେ ଉଷ୍ଣତା ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହ ବିଦ୍ରୋହ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ବର୍ତ୍ତମାନ ତାଙ୍କ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରିଛନ୍ତି ।
Your email address will not be published. Required fields are marked *
Comment *
Name
Email
Website