ଆଳୁ ମିସନ: ୩ ବର୍ଷ ଅବଧି ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ବର: ରୋଷେଇଶାଳର ଅତି ଗୁରୁତ୍ବପୂର୍ଣ୍ଣ ପରିବା ‘ଆଳୁ’ ସଂକଟର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି।…

୭ ଓ ୧୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ବ ଗ୍ରହଣ କରିବା ପରେ ନିୟମିତଭାବେ ଜନ ଅଭିଯୋଗ ଶୁଣାଣି କରୁଛନ୍ତି। ହେଲେ ବିଭିନ୍ନ…

ପୂର୍ବ ସରକାର ସମୟରେ କିଛି ମିଡିଆକୁ ବିଜ୍ଞାପନ ନ ଦେବାକୁ ହୁଇପ୍ ଜାରି ହୋଇଥିଲା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଦୈନିକ ‘ନିର୍ଭୟ’ର ବାର୍ଷିକ ଉତ୍ସବରେ ପୂର୍ବ ସରକାରର ଗଣମାଧ୍ୟମ ବିରୋଧୀ ମନୋଭାବର ଗୁମର ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ପରୀକ୍ଷା ସବୁବେଳେ ତ୍ରୁଟିଶୂନ୍ୟ ହେବା କଥା: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ରାଜସ୍ବ ନିରୀକ୍ଷକ (ଆରଆଇ) ଓ ଅମିନ ପରୀକ୍ଷାରେ ଅନିୟମିତତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅବଗତ କରିଛନ୍ତି।…

ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ଲାଗି ତାରିଖ ଘୋଷିତ ହୋଇଛି। ଏହି ପରୀକ୍ଷା ଦୁଇଟି ପର୍ଯ୍ୟାୟରେ ହେବ ବୋଲି ସୂଚନା ଦେଇଛନ୍ତି…

ଭୋଟ୍‌ ଦେଉଛି ହରିଆଣା: ୯୦ ଆସନରେ ଆରମ୍ଭ ହୋଇଯାଇଛି ମତଦାନ

ଗୁରୁଗ୍ରାମ: ଭୋଟ୍‌ ଦେଉଛି ହରିଆଣା। ଆଜି ସକାଳ ୯ଟା ସୁଦ୍ଧା ହରିଆଣାରେ ୯.୫୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ହରିଆଣାରେ…

ସିପାହି, କନେଷ୍ଟବଳ ନିଯୁକ୍ତି କ୍ଷେତ୍ରରେ ସର୍ବାଧିକ ବୟସ ସୀମା ସର୍ତ୍ତକୁ ଚ୍ୟାଲେଞ୍ଜ

କଟକ : ସିପାହି/କନେଷ୍ଟବଳ ପଦରେ ନିଯୁକ୍ତି ପାଇଁ ପ୍ରକାଶିତ ବିଜ୍ଞପ୍ତିରେ ସର୍ବାଧିକ ବୟସ ସୀମା ସଂକ୍ରାନ୍ତରେ ରହିଥିବା ସର୍ତ୍ତକୁ ଚ୍ୟାଲେଞ୍ଜ କରି…

ବିଜେପି ମିଛ କହୁଥିବା ନେଇ ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟର ଜବାବ ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିଜେପି ମିଛ କହୁଥିବା ନେଇ କିଛି ଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟିପ୍ପଣୀ କରିଥିଲେ। ଆଜି…

ଫରେଷ୍ଟର ସଞ୍ଜୟ ନାୟକ ଆତ୍ମହତ୍ୟା ଘଟଣା: ଥାନାରେ ଡିଏଫଓଙ୍କୁ ଜେରା

ଭବାନୀପାଟଣା (ଓଡ଼ିଶା ଟୁଡେ) : କଳାହାଣ୍ଡିର ଫରେଷ୍ଟର ସଞ୍ଜୟ ନାୟକ ଆତ୍ମହତ୍ୟା ଘଟଣାରେ ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରାଙ୍କୁ ପୁଲିସ ପକ୍ଷରୁ…

ସ୍ୱାଧୀନତା ସଂଗ୍ରାମୀ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ…