ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ। ଏନେଇ ସୂଚନା ଦେଇଛନ୍ତି…

ମାନ୍ୟବର ରାଷ୍ଟ୍ରପତିଙ୍କ ଦ୍ୱାରା ‘ଓଡ଼ିଶା ପର୍ବ -୨୦୨୪’ ଉଦଘାଟିତ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଆ ସମାଜ’ ପକ୍ଷରୁ ଆୟୋଜିତ ‘ଓଡ଼ିଶା ପର୍ବ -୨୦୨୪’ର ଉଦଘାଟନୀ…

ଆଇଏଫଏଫଆଇ ୨୦୨୪ରେ ଭବ୍ୟ ବାଲୁକା କଳାକୁ ଉଦଘାଟନ କଲେ ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ

ଗୋଆ : ୫୫ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ଆୟୋଜନ ଅବସରରେ ବିଶିଷ୍ଟ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସୁଦର୍ଶନ…

ଓଡ଼ିଶା ପର୍ବ ୨୦୨୪ରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (୨୨ ନଭେମ୍ବର ୨୦୨୪)ରେ ନୂଆଦିଲ୍ଲୀଠାରେ ଆୟୋଜିତ ଓଡ଼ିଶା ପର୍ବ ୨୦୨୪ରେ ଅଂଶଗ୍ରହଣ…

ଗୁୟାନାର ପ୍ରମୁଖ କ୍ରିକେଟରଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ପ୍ରମୁଖ କ୍ରିକେଟ ଖେଳାଳିଙ୍କ ସହ ମତ ବିନିମୟ ଅବସରରେ କହିଥିଲେ,କ୍ରିକେଟ…

ଗୁୟାନାରେ ରହୁଥିବା ଭାରତୀୟ ସମାଜକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମାଜକୁ ସମ୍ବୋଧିତ କରିଥିଲେ।…

ବିଶ୍ୱ ବ୍ୟାଙ୍କର ‘ଜବ୍ସ ଆଟ୍ ୟୋର୍ ଡୋର୍ ଷ୍ଟେପ୍’ ରିପୋର୍ଟ୍ ଉନ୍ମୋଚିତ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶ୍ରମ, ନିଯୁକ୍ତି…

ଓଡ଼ିଶାର କଳା ଓ ସଂସ୍କୃତି ପୂରା ବିଶ୍ବରେ ପ୍ରସିଦ୍ଧିଲାଭ କରିଛି: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ଇତିହାସ ମହାନ। ଓଡ଼ିଶାର କଳା ଓ ସଂସ୍କୃତି କେବଳ ଦେଶରେ ନୁହେଁ, ପୂରା ବିଶ୍ବରେ…

ଏମ୍ସ ଭୁବନେଶ୍ୱର ସିନିୟର ରେସିଡେଣ୍ଟ ଡ. ମନୀତା ତମାଙ୍ଗଙ୍କୁ ୟୁସି ଚକ୍ରବର୍ତ୍ତୀ ପୁରସ୍କାର

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପେଡିଆଟ୍ରିକ ସର୍ଜରି ବିଭାଗରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟ(ଶେଷ ବର୍ଷ) ଡ. ମନୀତା ତମାଙ୍ଗ ଦେଶର ମର୍ଯ୍ୟାଦାଜନକ ୟୁସି…

ଜାତୀୟ ଶିକ୍ଷାପଦ୍ଧତି ଅନୁଯାୟୀ ଯୁକ୍ତଦୁଇ ମୂଲ୍ୟାୟନ, ୨୪ ପ୍ରତିଶତ ମାର୍କରେ ପାସ୍

ଭୁବନେଶ୍ବର: ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ କରାଯିବ। ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ…