୨୮ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମର୍। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମର୍। ସେ ଆହୁରି କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କର ସମ୍ବଲପୁର ଯିବାର କୌଣସି କାର୍ଯ୍ୟକ୍ରମ ନାହିଁ ।

Leave a Reply

Your email address will not be published. Required fields are marked *