୨୦୨୬ ଅଗଷ୍ଟ ୧୬ ଯାଏଁ ଡିଜିପି ଭାବେ କାର୍ଯ୍ୟ କରିବେ ୱାଇବି ଖୁରାନିଆ

ଭୁବନେଶ୍ବର: ରାଜ୍ୟ ସରକାର ୧୯୯୦ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଛନ୍ତି। ମୋହନ ସରକାରଙ୍କ ଦ୍ବାରା କାର୍ଯ୍ୟକାଳ…

୨୫ ତାରିଖ ସୁଦ୍ଧା ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା ଶେଷ ହେବ: ଜଷ୍ଟିସ୍‌ ରଥ

ପୁରୀ: ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୁଧବାର ଦିନ ଲେଜର ସ୍କାନିଂ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ଏହି…

ଜାରି ରହିଛି କୋଲକାତା ଜୁନିୟର୍‌ ଡାକ୍ତରଙ୍କ ଆନ୍ଦୋଳନ

କୋଲକାତା: ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୩୧ ବର୍ଷ ବୟସ୍କା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ…

ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାର ପ୍ରତିବାଦ କଲେ ଅବସରପ୍ରାପ୍ତ ସେନା ଅଧିକାରୀ

ଭୁବନେଶ୍ବର: ରାଜଧାନୀର ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦ କରିଛନ୍ତି…

ଭରତପୁର ଥାନାରେ ସେନାବାହିନୀର ମେଜରଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା: ୫ ପୁଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ବର: ରାଜଧାନୀ ଭରତପୁର ଥାନାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ମାଡ଼ ମରାଯିବା ଘଟଣାରେ ପୁଲିସ ଡିଜି…

ଭଂଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

ଭଂଜନଗର (ଓଡ଼ିଶା ଟୁଡେ) : ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇ ଯାଇଛି।…

ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଆଜି

ଶ୍ରୀନଗର: ଜମ୍ମୁ କଶ୍ମୀରରେ ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ।  ପ୍ରଥମ ପର୍ଯ୍ୟାୟରେ ୨୪ଟି ଆସନରେ…

ଆମେରିକା ଗସ୍ତ ସମୟରେ ମୋଦୀଙ୍କୁ ଭେଟିବେ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ୍‌

ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର କହିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କେନ୍ଦ୍ରର ତାଗିଦ୍‌, ଖାଇବା ତେଲ ଦାମ୍ ବଢ଼ାଅନି

ନୂଆଦିଲ୍ଲୀ: ଖାଇବା ତେଲ ଉପରେ ଆମଦାନି ଶୁଳ୍କ ବୃଦ୍ଧି ଘୋଷଣା ହେବା ସଙ୍ଗେ ସଙ୍ଗେ ବଜାରରେ ସେଗୁଡ଼ିକର ଦାମ୍‌ରେ ଲିଟର ପିଛା…

ରାଜ୍ୟ ହକି ପ୍ରତିଯୋଗିତା: ବାଳକ ସେମିଫାଇନାଲରେ ଆର୍‌ଏସ୍‌ପି, ଗାଙ୍ଗପୁର, ସୁନ୍ଦରଗଡ଼ ଓ ରାଉରକେଲା

ରାଉରକେଲା: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ଉପକନିଷ୍ଠ ବାଳକ ରାଜ୍ୟ ହକି ପ୍ରତିଯୋଗିତାର ସେମିଫାଇନାଲ ସୂଚୀ ଚୂଡ଼ାନ୍ତ ହୋଇଯାଇଛି। ପ୍ରତିପକ୍ଷଙ୍କୁ…