ବାରଙ୍ଗ: ରାଜଧାନୀ ଭୁବନେଶ୍ବରର ଅନ୍ୟତମ ଆକର୍ଷଣୀୟ କେନ୍ଦ୍ର ‘ନନ୍ଦନକାନନ’ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏହି ପ୍ରାଣୀ ଉଦ୍ୟନରେ…
Year: 2024
ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ଦେଓଗାଁ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଯାଇ ବେଲପଡା ଓ ପାଟଣାଗଡ ଠାରେ ବଲାଙ୍ଗୀର…
ଆଜିଠୁ ଆରମ୍ଭ ହେଲା ବଲାଙ୍ଗୀରର ବିକାଶର ଧାରା: ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର: ବିଜେଡି କଥା କହିବାରେ ମାହିର, ହେଲେ କାମ କରିବାରେ ଶୂନ। ଲୋୟର ସୁକତେଲ ପ୍ରକଳ୍ପ ପାଇଁ ୨୪ରୁ ୨୬ ବର୍ଷ…
୧୦ ଦିନ ଭିତରେ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର: ଆଜି ବଲାଙ୍ଗୀରର ବେଲପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି,…
ନଭେମ୍ବର ଶେଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା
ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆଗାମୀ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ…
ରାଜଧାନୀରେ ‘ମୋ ବସ୍’ ଧକ୍କାରେ ଯୁବତୀ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ‘ମୋ ବସ୍’ ଧକ୍କାରେ ଜଣେ ଯୁବତୀ ଗୁରୁତର ହୋଇଥିବାର ଖବର ମିଳିଛି। ଚନ୍ଦ୍ରଶେଖରପୁର ପେଟ୍ରୋଲ୍ ପମ୍ପ୍ ନିକଟରେ…
ଯବାନଙ୍କ ସହ ଦୀପାବଳି ପାଳିଲେ ମୋଦୀ
କଚ୍ଛ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଗୁଜରାଟର କଚ୍ଛ ସ୍ଥିତ ସାର୍ କ୍ରିକ୍ ଲକ୍କି ନାଲାଠାରେ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍),…
ବାଲିଯାତ୍ରା ଆୟୋଜନ ଦ୍ବନ୍ଦ୍ବ: ତଳ ପଡ଼ିଆରେ ହେଲେ ଖିଲାପ ହେବ ଏନ୍ଜିଟି ନିର୍ଦ୍ଦେଶ
କଟକ: ନଭେମ୍ବର ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବାକୁ ଥିବା ଐତିହାସିକ କଟକ ବାଲିଯାତ୍ରା ଆୟୋଜନକୁ ନେଇ ଏବେ ଦ୍ବନ୍ଦ୍ବ…
ଗାଙ୍ଗପୁର ପୋଲିସ୍ ର ଜୁଆ ଆଡ୍ଡାରେ ଚଢ଼ାଉ ;ଥାନା ହୋମ ଗାର୍ଡ ସହ ୧୧ କୋର୍ଟଚାଲାଣ
ବେଲଗୁଣ୍ଠା (ଓଡିଶା ଟୁଡେ): ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରାରେ ଏକ ଜୁଆ ଆଡ୍ଡାରେ ଚଢ଼ାଉ କରି ୧୧ ଜଣଙ୍କୁ କୋର୍ଟଚାଲାଣ କରିଛି…
ପୁରୀରେ ବାଣ ବିସ୍ଫୋରଣ: ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଖି ବୁଜିଲେ ଯୁବକ
ପୁରୀ: ପୁରୀ ସଦର ଥାନା ଅନ୍ତର୍ଗତ ବାଟ ଗାଁରେ ବାଣ ବିସ୍ଫୋରଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ଏସସିବି ମେଡିକାଲରେ…