ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ।’

Leave a Reply

Your email address will not be published. Required fields are marked *