ଜିଲ୍ଲାସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ : କଳାହାଣ୍ଡି

କଳାହାଣ୍ଡି (ପର୍ଶୁରାମ ସିନ୍ଦୁର, ଓଡିଶା ଟୁଡ଼େ ) : କଳାହାଣ୍ଡି ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ସ୍ତାନୀୟ…

ପୂର୍ବ ସରକାର ସମୟରେ ଓଡ଼ିଶା ଅଭିଶପ୍ତ ଥିଲା: ମନମୋହନ ସାମଲ

ଭୁବନେଶ୍ବର: ୭୬ ସାଧାରଣତନ୍ତ୍ର ଦିବସ ଅବସରରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରିଥିବାବେଳେ…

ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି: ମୁଖ୍ୟମନ୍ତ୍ରୀ

କଟକ: ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା…

ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ୭୬ ସାଧାରଣତନ୍ତ୍ର ଦିବସ ଅବସରରେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତ ଏକ ମହାନ ଦେଶ।…

୨୯ ରାଷ୍ଟ୍ରପତି ପଦକ ‌େଘାଷିତ: ପୁଲିସ ବିଭାଗରୁ ୧୯, ଜେଲ୍‌, ଅଗ୍ନିଶମ ଓ ସିଭିଲ୍‌ ଡିଫେନ୍‌ସରୁ ୧୦

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ପୂର୍ବରୁ ଘୋଷଣା ହୋଇଛି ରାଷ୍ଟ୍ରପତି ପଦକ। ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ପୁଲିସ ବିଭାଗରୁ ୧୯ ଜଣଙ୍କ…

ବିଦେଶରୁ ନିବେଶ ଆଣିବେ ଭଞ୍ଜନଗର ପୁଅ; ମେକ ଇନ୍ ଓଡ଼ିଶା ୨୦୨୫ ରେ ମନୋନୀତ ହେଲା ଉଦ୍ୟୋଗ

ଭଞ୍ଜନଗର (ଅରକ୍ଷିତ ପରିଛା, ଓଡ଼ିଶା ଟୁଡେ): ଭଞ୍ଜନଗର ର ଯୁବ ଉଦ୍ୟୋଗୀ ତଥା ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଉପାଧ୍ୟକ୍ଷା ଶୁଭଶ୍ରୀ…