ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ଯୁବ କଂଗ୍ରେସ

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ଆଜି ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ…

ହାଇକୋର୍ଟରେ ସିପାହି/କନେଷ୍ଟବଳ ନିଯୁକ୍ତି ମାମଲା

କଟକ: ସିପାହି/କନେ‌ଷ୍ଟବଳ ପଦ ପୂରଣ ପାଇଁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟା ଆଗେଇ ପାରିବ ନାହିଁ। ୨୦୨୪ ସେପ୍ଟେମ୍ବର ୨୨ର ନିଯୁକ୍ତି ବିଜ୍ଞପ୍ତି…

ଆଜି କୋର୍ଟରେ ହାଜର ହେବେ ବିଜେଡି ନେତା ସୌମ୍ୟ ଶଙ୍କର ଓରଫ ରାଜା ଚକ୍ର, ରିମାଣ୍ଡରେ ଆଣିବ ଇଓଡବ୍ଲ୍ୟୁ

କଟକ/କେନ୍ଦୁଝର: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆର୍ଥିକ ଅନିୟମିତତା ଘଟଣାରେ ଗିରଫ ବିଜେଡି ନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ…

କଳିଙ୍ଗା ଘାଟିରେ ଯାତ୍ରୀବାହୀ ବସ ଦୁର୍ଘଟଣା, ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

ଭଞ୍ଜନଗର (ଅରକ୍ଷିତ ପରିଛା, ଓଡ଼ିଶା ଟୁଡେ): ଗଞ୍ଜାମ ଓ କନ୍ଧମାଳ ଜିଲ୍ଲା ସୀମାନ୍ତ କଳିଙ୍ଗା ଘାଟିରେ ଶୁକ୍ରବାର ଭୋର୍ ସମୟରେ ଏକ…

ଜାତୀୟ ମାଷ୍ଟର୍ସ କ୍ରୀଡ଼ା ପ୍ରତିଯୋଗିତାରେ ସରିତା ମିଶ୍ରଙ୍କୁ ସ୍ବର୍ଣ୍ଣ ଓ ରୌପ୍ୟ ପଦକ

ରାଉରକେଲା: ରାଉରକେଲାର ବୀର୍ସା ମୁଣ୍ଡା ଷ୍ଟାଡିୟମରେ ଆୟୋଜିତ ଜାତୀୟ ମାଷ୍ଟର୍ସ କ୍ରୀଡ଼ା ପ୍ରତିଯୋଗିତାରେ ଉଦୀୟମାନ ମହିଳା କ୍ରୀଡ଼ାବିତ୍ ସରିତା ମିଶ୍ର କୃତିତ୍ବ…

ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର: ୧୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗ

ଭୁବନେଶ୍ବର/କେନ୍ଦୁଝର/ଗୁଆଲି: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ…

ଗୃହ କାର୍ଯ୍ୟ ବର୍ଜନ କଲା କଂଗ୍ରେସ: ତାରାଙ୍କ ନିଲମ୍ବନ ନିଷ୍ପତ୍ତିର ପ୍ରତିବାଦ, ନିଷ୍ପତ୍ତି ପ୍ରତ୍ୟାହାର ପାଇଁ ବିଜେଡି ବି ଦାବି କଲା

ଭୁବନେଶ୍ବର: କଂଗ୍ରେସର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରାଯାଇଛି। ଏହାର ପ୍ରତିବାଦ କରି ଆଜି…

ରାସନ ଡିଲରଙ୍କ ବକେୟା କୋଭିଡ୍ ଦେୟ କେବେ ମିଳିବ: ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ବର: ରାସନ ଡିଲରଙ୍କ ବକେୟା କୋଭିଡ୍ ଦେୟ କେବେ ମିଳିବ ସେ ସମ୍ପର୍କିତ ଏକ ପ୍ରଶ୍ନର ଉତ୍ତରରେ ଖାଦ୍ୟ ଯୋଗାଣ ଏବଂ…

ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ବନ୍ଦ ଥିବା ସୂତାକଳ କାର୍ଯ୍ୟକ୍ଷମ ହୋଇ ପାରୁନାହିଁ: ମନ୍ତ୍ରୀ

ଭୁବନେଶ୍ବର: ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ରାଜ୍ୟରେ ବନ୍ଦ ଥିବା ସୂତାକଳଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରୁ ନାହିଁ ବୋଲି ହସ୍ତତନ୍ତ, ବୟନ ଓ…

ରାସନ କାର୍ଡରେ ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ

ଭୁବନେଶ୍ବର: ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ…