ଶିକ୍ଷା ଆଉ ଏକ ସମସ୍ୟା ନୁହେଁ, କିନ୍ତୁ ପ୍ରକୃତ ଚ୍ୟାଲେଞ୍ଜ ହେଉଛି ଗୁଣାତ୍ମକ ଶିକ୍ଷା ସୁନିଶ୍ଚିତ କରିବା: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଉପଖଣ୍ଡରେ ୪୨ କୋଟି ଟଙ୍କାର ୧୬ଟି…

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ…

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ

ଜଳେଶ୍ୱର(ସତ୍ୟବ୍ରତ ପ୍ରଧାନ): ଆଜି ଭୋର ୪ ଟା ବେଳେ ଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ…

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର/ଜଳେଶ୍ୱର: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ପରିବାରକୁ…

ରାଜନୀତିରୁ ଊର୍ଦ୍ଧ୍ବରେ ରହି ମହିଳାଙ୍କ ପାଇଁ କାମ କରିବାକୁ ପଡ଼ିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସଶକ୍ତୀକରଣର ପ୍ରକୃତ ଅର୍ଥ ମହିଳାମାନଙ୍କୁ କିଛି ଆର୍ଥିକ ସାହାଯ୍ୟ ଦେବା ନୁହେଁ। ପରିବାର ତଥା ସାମାଜିକ ସ୍ତରରେ ନିଷ୍ପତ୍ତି ନେବାର…

ଆମ ସରକାର ୨୪ ମିନିଟ୍‌ରେ ସୁଭଦ୍ରା ଯୋଜନା ନିଷ୍ପତ୍ତି ନେଇଥିଲେ: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆଠାରେ ରାଜ୍ୟର ୧ କୋଟି ୬୪ ହଜାର…

ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ…

ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବ ବିଜେଡି!

ଭୁବନେଶ୍ବର: ଓଡିଶାର ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ବିଜୁ ବାବୁଙ୍କ ନାମରେ ରାଜନୀତି କରୁଥିବା ଅଭିଯୋଗ କରି ବିଜେଡି ଉପରେ କଡ଼ା…

ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇଲେ ୧୩୪୬୧୦ ମହିଳା

ମାଲକାନଗିରି: ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ମୁଖ୍ୟ…

ଆମ ସରକାରର ସଫଳତାକୁ ହଜମ କରିପାରୁନାହାନ୍ତି ନିନ୍ଦୁକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବ୍ରହ୍ମପୁର: ଆମ ସରକାରର ସଫଳତାକୁ ହଜମ କରିପାରୁନାହାନ୍ତି ନିନ୍ଦୁକ। ଏଥିଲାଗି ବିରୋଧୀଙ୍କୁ ହଜମ ଗୋଲି ଦରକାର।ପୂର୍ବ ସରକାର ମହିଳା ସଶକ୍ତିକରଣକୁ କେବଳ…