ଭଞ୍ଜନଗର : ଚିକିତ୍ସାଧିନ ଅବସ୍ଥାରେ ଅଚିହ୍ନା ଲୋକଙ୍କ ମୣତ୍ୟୁ

ଭଞ୍ଜନଗର ( ଅମରେନ୍ଦ୍ର କୁମାର ପଟ୍ଟନାୟକ,ଓଡ଼ିଶା ଟୁଡେ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତି ମୁର୍ମୁଷ ଅବସ୍ଥାରେ ପଡିଥିଲେ। ଖବର ପାଇ ଭଞ୍ଜନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବ୍ୟକ୍ତି ଙ୍କୁ ଉଦ୍ଧାର କରି ଭଞ୍ଜନଗର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ସେଠାରେ ଡାକ୍ତର ତାଙ୍କର ଚିକିତ୍ସା କରିଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି ଅପରାହ୍ନ ରେ ତାଙ୍କର ମୣତ୍ୟୁ ଘଟିଛି। ମୣତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

Leave a Reply

Your email address will not be published. Required fields are marked *