
ଭଞ୍ଜନଗର(ଅରକ୍ଷିତ ପରିଛା , ଓଡ଼ିଶା ଟୁଡେ) : ଅଦ୍ୟ ତା ୨.୫.୨୫ ରିଖ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଡିହପଢ଼ାଳ ତରଫରୁ ଜଳ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଶିଶୁ ମନ୍ଦିର ସମ୍ମୁଖ ମୁଖ୍ୟ ରାସ୍ତା କଡରେ କର୍ମ କ୍ଳାନ୍ତ ଜନସାଧାରଣଙ୍କୁ ସ୍ୱାଦିଷ୍ଠ ପଣା ବଣ୍ଟନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମ କୁ ପ୍ରଧାନ ଆଚାର୍ଯ୍ୟ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା ପରିଚାଳନା କରିଥିବା ବେଳେ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ ।