ମନ୍ତ୍ରୀ ଓ ଅଫିସର ବ୍ୟବହାର କରୁଥିବା ଗାଡ଼ି ଭଡ଼ା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ପ୍ରାୟ ଛଅ ୬ ବର୍ଷ ପରେ ମନ୍ତ୍ରୀ, ଅଫିସର ଓ ଭିଭିଆଇପି ବ୍ୟବହାର କରୁଥିବା ଗାଡ଼ି ଭଡ଼ା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଭଡ଼ା ବୃଦ୍ଧି ସଂଶୋଧନ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଭଡ଼ା ୫୦,୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

Leave a Reply

Your email address will not be published. Required fields are marked *