କୋଦଳା ସବ୍ ଜେଲରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

କୋଦଳା ( ଅମରେନ୍ଦ୍ର କୁମାର ପଟ୍ଟନାୟକ,ଗଞ୍ଜାମ ଜିଲ୍ଲା ଓଡ଼ିଶା ଟୁଡେ): ଗଞ୍ଜାମ ଜିଲ୍ଲା କୋଦଳା ସବ୍ ଜେଲ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ କରିବା ଦ୍ୱାରା ମନ ଶାନ୍ତ ଓ ଦେହ ସୁସ୍ଥ ରହିଥାଏ । ପ୍ରତିବର୍ଷ ଜୁନ୍ ୨୧ ତାରିଖ ରେ ଏହି ଦିବସ ପାଳନ କରାଯାଇଥାଏ। ଯୋଗା ଶିକ୍ଷକ ରବୀନ୍ଦ୍ର ନାଥ ଦାଶ , ରତ୍ନାକର ବିଷୋୟୀ, ବସନ୍ତ ସାହୁ ପ୍ରମୁଖ ଉପସ୍ଥିତ ରହି ଅନ୍ତେବାସୀ ମାନଙ୍କୁ ଯୋଗ ଶିକ୍ଷା ଦେଇଥିଲେ । ଏଥିରେ ସବ୍ ଜେଲ୍ ର ସମସ୍ତ କର୍ମକର୍ତ୍ତା ମାନେ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *