ପୁରୀ: ଆସନ୍ତାକାଲି ତା୧୩.୮.୨୦୨୫ରିଖ ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁ ରେଖାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୩୦ ମିନିଟ ଠାରୁ ସନ୍ଧ୍ୟା ଘ.୬.୩୦ ମିନିଟ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।