
କଟକ : କଟକ ରେଳ ଷ୍ଟେସନରେ ଅଘଟଣ । କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି ଛାତ । ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ଲୋକେ ଜୀବନ ବଞ୍ଚାଇବାକୁ ଦୌଡିଥିଲେ ।ତେବେ ଏହି ଘଟଣାରେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଉପର ସେଡ୍ର କିଛି ଅଂଶ ମଧ୍ୟ ଟ୍ରାକ୍ ଉପରେ ପଡିଛି ।