ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ବିବାହ ପୂର୍ବରୁ କାଉନସେଲିଂ ସେଣ୍ଟର୍‌ରେ କାଉନସେଲିଂ କରାଯିବ। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀଘ୍ର ମେଣ୍ଟାଲ ହେଲ୍ଥ କାଉନସେଲିଂ ସେଣ୍ଟର୍ ଖୋଲାଯିବ। ମାନସିକ ସ୍ଵାସ୍ଥ୍ୟକୁ ସୁଧାରିବା, ଛାଡ଼ପତ୍ର ରୋକିବା ଏବଂ ବିବାହକୁ ସଠିକ୍ ଭାବରେ ବୁଝିବା ପାଇଁ ଏହି ସେଣ୍ଟର୍ କାର୍ଯ୍ୟ କରିବ। ମଦର୍ସ କୋର୍ଟ କିମ୍ବା ‘ମା’ର ଛାଟ’ ନାମରେ ଏହାକୁ ନାମିତ କରାଯିବ। ଖୁବ୍ ଶୀଘ୍ର ଏହା ପ୍ରତିଷ୍ଠା ହେବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ବିବାହ ପୂର୍ବରୁ କାଉନସେଲିଂ ସେଣ୍ଟର୍‌ରେ କାଉନସେଲିଂ କରାଯିବ। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀଘ୍ର ମେଣ୍ଟାଲ ହେଲ୍ଥ କାଉନସେଲିଂ ସେଣ୍ଟର୍ ଖୋଲାଯିବ। ମାନସିକ ସ୍ଵାସ୍ଥ୍ୟକୁ ସୁଧାରିବା, ଛାଡ଼ପତ୍ର ରୋକିବା ଏବଂ ବିବାହକୁ ସଠିକ୍ ଭାବରେ ବୁଝିବା ପାଇଁ ଏହି ସେଣ୍ଟର୍ କାର୍ଯ୍ୟ କରିବ। ମଦର୍ସ କୋର୍ଟ କିମ୍ବା ‘ମା’ର ଛାଟ’ ନାମରେ ଏହାକୁ ନାମିତ କରାଯିବ। ଖୁବ୍ ଶୀଘ୍ର ଏହା ପ୍ରତିଷ୍ଠା ହେବ ।

Leave a Reply

Your email address will not be published. Required fields are marked *