ବଦଳିଲା ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ଓ ଲୋଗୋ ପରିବର୍ତ୍ତନ

ଭୁବନେଶ୍ୱର,୨୮ା୭: ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ବଦଳିଛି। ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପକାଇବେ ଛାତ୍ରୀଛାତ୍ର। ଏହି ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି। ସେହିପରି ହାଉସ ୟୁନିଫର୍ମ ଏବଂ ଟୋପିର ଲୋଗୋ ମଧ୍ୟ ପରିବର୍ତ୍ତନ ହୋଇଛି। ତେବେ ଟୋପିର ରଙ୍ଗ ଧଳା ହୋଇଥିବାବେଳେ ସେଥିରେ ସ୍ଲୋଗାନ ରହିଛି

Leave a Reply

Your email address will not be published. Required fields are marked *