Breaking News | Odisha News | India News | World News | Odisha Today
ଭୁବନେଶ୍ୱର (ଓଡ଼ିଶା ଟୁଡେ): କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।
ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।
Your email address will not be published. Required fields are marked *
Comment *
Name
Email
Website