ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର (ଓଡ଼ିଶା ଟୁଡେ): ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଛନ୍ତି।

ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଇନ କ୍ଷେତ୍ରରେ ତାଙ୍କ ଦୀର୍ଘ ଦିନର ଅଭିଜ୍ଞତା ରହିଛି। ପୀତାମ୍ବର ଆଚାର୍ଯ୍ୟଙ୍କୁ ରାଜ୍ୟପାଳ ରଘୁବର ଦାସ ରାଜ୍ୟର ଆଡଭୋକେଟ ଜେନେରାଲ ଭାବରେ ନିଯୁକ୍ତି କରିଛନ୍ତି।

Leave a Reply

Your email address will not be published. Required fields are marked *