
ଭୁବନେଶ୍ବର (ଓଡ଼ିଶା ଟୁଡେ) : ସିମ୍ ବକ୍ସ ମାମଲାରେ ରାଜୁ ମଣ୍ଡଳ ଗିରଫ ହେବା ଘଟଣାରେ ଆସିଲା ନୂଆ ଟ୍ୱିଷ୍ଟ। ରାଜୁ ମଣ୍ଡଳ ନିଖୋଜ ହେବା ନେଇ ପରିବାର ଲୋକ ଥାନାରେ ଏତଲା ଦେଇଛନ୍ତି। ପଶ୍ଚିମବଙ୍ଗର ଏକ ଥାନାରେ ରାଜୁର ନିଖୋଜ ରିପୋର୍ଟ ଦେଲେ ଘର ଲୋକ। ମିସିଂ ରିପୋର୍ଟ ପାଇବା ପରେ ରାଜୁ ମଣ୍ଡଳ ମୋବାଇଲ ଫୋନ୍ ଟ୍ରାକ କରିଥିଲା ପଶ୍ଚିମବଙ୍ଗ ପୁଲିସ ।