ନଭେମ୍ବର ୪ ଓ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭବନେଶ୍ବର: ଆସନ୍ତାକାଲି ନଭେମ୍ବର ୪ ତାରିଖ(ସୋମବାର ) ଏବଂ ଆଗାମୀ ନଭେମ୍ବର ୧୧ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବl ଏହି ଦିନମାନଙ୍କରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l

ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଥିବା ନେଇ ଲୋକ ସଂପର୍କ ଅଧିକାରୀ ସୂଚନା ଦେଇଛନ୍ତି l

Leave a Reply

Your email address will not be published. Required fields are marked *