
ନୂଆଦିଲ୍ଲୀ : ଆଜି (ନଭେମ୍ବର ୨୧, ୨୦୨୪) ପୂର୍ବାହ୍ନ ୧୦ଟା ସମୟରେ ରାଷ୍ଟ୍ରପତି ଭବନ ଗଣତନ୍ତ୍ର ମଣ୍ଡପରେ ଆୟୋଜିତ ଏକ ସମାରୋହରେ ଶ୍ରୀ କେ. ସଞ୍ଜୟ ମୂର୍ତ୍ତି ଦେଶର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ ରୂପେ ଶପଥ ଗ୍ରହଣ କରିଛନ୍ତି । ସେ ରାଷ୍ଟ୍ରପତିଙ୍କ ନିକଟରେ ପଦବୀର ଶପଥ ନେଇଥିଲେ ଏବଂ ସେଥିରେ ଦସ୍ତଖତ କରିଥିଲେ ।