ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ଭଞ୍ଜନଗର (ଓଡ଼ିଶା ଟୁଡେ) : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର Iର ପୃଷ୍ଟି, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଭଞ୍ଜନଗର ଉପଜିଲ୍ଲାପା ଅନିଲ କୁମାର ସେଠୀ, ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୭୪ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୬୪ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୧୦ଟି ଥୁଲା, ଅତିରିକ୍ତ ଜିଲ୍ଲାପାଳ ।ଳ ତ୍ବରିତ ୪ଟି ଅଭିଯାଗର ଫଇସଲା କରିଥିଲେ। ଗ୍ରହଣ କରିଥିବା ଆବେଦନଟୁ ନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍‌ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ, ଭଞ୍ଜନଗର, ଏସ. ଡି. ପି.ଓ ସୁଜିତ କୁମାର ନାୟକ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ପୂର୍ଭ ବିଭାଗ ଏସ, ଡି, ଓ ଭଞ୍ଜନଗର ପ୍ରତାପ ନାୟକ, ଗୋଷ୍ଠି ଶିକ୍ଷା ଅଧୂକାରୀ ଭଞ୍ଜନଗର ଏସ ଧନଞ୍ଜୟ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମାହାର, ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟର୍ନିବାହୀ ଅଧୂକାରୀ ମୁରଲୀ କୃଷ୍ଣ ପଣ୍ଡା, ବ୍ୟଂଜନଗ ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି , ସାମାଜିକ ସୁରକ୍ଷା ଅଧୂକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧୂକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧୂକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *