
ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।’ଏକ୍ସ’ ରେ ତାଙ୍କ ପୋଷ୍ଟରେ ଅମିତ ଶାହ କହିଛନ୍ତି, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିଶିଷ୍ଟ ଅର୍ଥନୀତିଜ୍ଞ ମନମୋହନ ସିଂହ ଜୀ, ଅର୍ଥ ଏବଂ ସାର୍ବଜନୀନ ନୀତି ବିଷୟରେ ତାଙ୍କର ଅଗାଧ ଜ୍ଞାନ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ ।