Blog
ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ସାମ୍ବାଦିକ ଶୁଭକାନ୍ତ ପଢ଼ିହାରୀଙ୍କ ଦ୍ବାରା ରଚିତ ସଚେତନତା ପୁସ୍ତକ ‘ସାଇବର ଅପରାଧ’କୁ…
ରଥକାଠ ଅନୁକୂଳ ପାଇଁ ନୟାଗଡ଼ ଗଲା ମାଳ, ମାହାର୍ଦ୍ଦ
ପୁରୀ: ରଥଯାତ୍ରାର ଆଦ୍ୟ ପର୍ବ ଆଜିଠାରୁ ଆରମ୍ଭ ହୋଇଛି। ଆସନ୍ତାବର୍ଷ ରଥଯାତ୍ରା ପାଇଁ ଆବଶ୍ୟକ ରଥକାଠ କାଟିବାକୁ ଅନୁମତି ଦେବା ନିମନ୍ତେ…
ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି
ଭଞ୍ଜନଗର (ଓଡ଼ିଶା ଟୁଡେ) : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ମିଳିତ ଅଭିଯୋଗ ଶୁଣାଣୀ…
ଛତିଶଗଡ଼ର ଜଗଦଲପୁରସ୍ଥିତ ସହିଦ ସ୍ମାରକରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ନକ୍ସଲ ହିଂସାରେ ସହିଦ ଯବାନ ଓ ମୃତକଙ୍କ ପରିବାରକୁ ଭେଟିଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ
ନୂଆଦିଲ୍ଲୀ : କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଛତିଶଗଡ଼ର ଜଗଦଲପୁରଠାରେ ନକ୍ସଲବାଦ ବିରୋଧରେ ଲଢ଼େଇ…
ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି
ନୂଆଦିଲ୍ଲୀ : ମହାମହିମ, ରାଷ୍ଟ୍ରପତି ଅନୁରା କୁମାର ଦିଶାନାୟକ,ଉଭୟ ଦେଶର ପ୍ରତିନିଧି,ଗଣମାଧ୍ୟମର ବନ୍ଧୁମାନେ,ଶୁଭେଚ୍ଛା!ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି ।…
ମୋଦୀ-ଶାହଙ୍କ ଚାପରେ କାର୍ଯ୍ୟ କରୁଛନ୍ତି ନ୍ୟାୟପାଳିକା: ସଞ୍ଜୟଙ୍କ ଅଭିଯୋଗ
ନୂଆଦିଲ୍ଲୀ: ସଂସଦରେ ସମ୍ବିଧାନ ସମ୍ପର୍କରେ ଆଲୋଚନା ଜାରି ରହିଛି। ଶାସକ ଏବଂ ବିରୋଧୀ ପରସ୍ପରକୁ ଦୋଷାରୋପ କରିବାରେ ଲାଗିଛନ୍ତି। ଲୋକସଭା ପରେ…
ମଙ୍ଗଳବାର ଲୋକସଭାରେ ଆଗତ ହେବ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍
ନୂଆଦିଲ୍ଲୀ: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଆସନ୍ତାକାଲି ଅର୍ଥାତ୍ ୧୭ ଡିସେମ୍ବର…
ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି: ଲୋକଙ୍କ ମୁଖ୍ୟମନ୍ତ୍ରୀ ଶୁଣିଲେ ଅଭିଯୋଗ
ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…
ବିଜେଡି ଛାଡ଼ି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ଭୁବନେଶ୍ବର: ବିଜେଡି ଛାଡ଼ି ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି ଆଜି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ…