ସରକାରୀ ଯୋଜନାର ଲାଭ ଉଠାନ୍ତୁ ଯୁବ ଚାଷୀ : କୁକୁଡ଼ା ପାଳନ ଉପରେ ଦକ୍ଷତା ବୃଦ୍ଧି ତାଲିମ ଶିବିର ଅନୁଷ୍ଠିତ

ଭଞ୍ଜନଗର ୦୬/୦୯ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ…

ଭଞ୍ଜନଗର: ଗଞ୍ଜେଇ ସହ ୨ ଗିରଫ, ବାଇକ ଜବତ

ଭଞ୍ଜନଗର ୦୬/୦୯ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର କିଛି…

ବେଲଗୁଣ୍ଠା ବ୍ଳକର ୩ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ବେଲଗୁଣ୍ଠା,୦୬/୦୯ (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ପବିତ୍ର ଗୁରୁ ଦିବସ ଅବସରରେ ଶିକ୍ଷାଦାନ କ୍ଷେତ୍ରରେ ନିଷ୍ଠାପର…

କୁଲାଡ଼ ହାଇସ୍କୁଲ ପାଳିବ ସୁବର୍ଣ୍ଣ ଜୟନ୍ତୀ : ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର ୦୬/୦୯ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ବିଶ୍ବ ପ୍ରସିଦ୍ଧ କବି କବିସମ୍ରାଟ ଉପେନ୍ଦ୍ର…

ଆସନ୍ତାକାଲି ଚନ୍ଦ୍ର ଗ୍ରହଣ, ଶ୍ରୀମନ୍ଦିର ନୀତିରେ ପରିବର୍ତ୍ତନ, ଏହି ସମୟରୁ ହେବ ହାଣ୍ଡିଛାଡ

ଭୁବନେଶ୍ବର: ଆସନ୍ତାକାଲି ରହିଛି ଚନ୍ଦ୍ର ଗ୍ରହଣ। ଏହି ଚନ୍ଦ୍ର ଗ୍ରହଣ ଭାରତରେ ସଂପୂର୍ଣ୍ଣ ଦୃଶ୍ୟମାନ ହେବ। ସେଥିପାଇଁ ଏହି ଗ୍ରହଣର ବିଧିବିଧାନ…

ସମ୍ବଲପୁରରେ ନୂଆଁଖାଇ ଭେଟଘାଟ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ବର: ରାଜ୍ୟ ସ୍ତରୀୟ ନୂଆଁଖାଇ ଭେଟଘାଟ ଅବସରରେ ଆଜି ସମ୍ବଲପୁରରେ ଏକ ଭବ୍ୟ ସମାରୋହ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ…

ଶ୍ରୀମନ୍ଦିର ଭିତରକୁ ଗଳାବାଟ ଦେଇ ପ୍ରବେଶ ପ୍ରସଙ୍ଗ, ମନ୍ତ୍ରୀ କହିଲେ ନିଆଯିବ କଠୋର ପଦକ୍ଷେପ

ପୁରୀ ୦୪/୦୯(ବଳରାମ ତ୍ରିପାଠୀ, ଓଡିଶା ଟୁଡେ): ଶ୍ରୀମନ୍ଦିର ଭିତରକୁ ଗଳାବାଟ ଦେଇ ପ୍ରବେଶ ପ୍ରସଙ୍ଗ । ଏହାକୁ ସରକାର କଠୋରତାର ସହିତ…

ବେଲଗୁଣ୍ଠା: ନାବାଳିକାକୁ ଦୁଷ୍କର୍ମ କରି ଗର୍ଭବତୀ କରିବା ମାମଲାରେ ଜଣଙ୍କୁ ଗିରଫ କଲା ଗାଙ୍ଗପୁର ପୋଲିସ୍

ବେଲଗୁଣ୍ଠା ୦୬/୦୯, (ଅମରେନ୍ଦ୍ର କୁମାର ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ପ୍ରତିନିଧି, ଓଡ଼ିଶା ଟୁଡେ): ଘରେ କେହି ନଥିବାର ସୁଯୋଗ ନେଇ ଜଣେ…

ଗଜପତି: ପିକଅପ ଭ୍ୟାନ ସହ ୭ କୁଇଣ୍ଟାଲ ଗଞ୍ଜେଇ ଜବତ

ମୋହନା (ଲକ୍ଷ୍ମୀ ନାରାୟଣ ଆଚାର୍ଯ୍ୟ): ଗଜପତି ଜିଲ୍ଲା ମୋହନା ଥାନା କଲେଜ ଛକ – ତାରିଣୀ ମନ୍ଦିର ନିକଟରୁ ଏକ ପିକଅପ…

ବହଳଦା ବ୍ଲକ ସ୍ତରୀୟ କର୍ମୀ ବୈଠକ

ରାଇରଙ୍ଗପୁର( ଶ୍ୟାମଳେନ୍ଦୁ ପରିଡ଼ା): ମୟୂରଭଞ୍ଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ବହଳଦା ବ୍ଲକ ସ୍ତରୀୟ କର୍ମୀ ବୈଠକ ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା କଂଗ୍ରେସ…