ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ: ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତି

ଭୁବନେଶ୍ୱର: ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫…

ସହରାଞ୍ଚଳରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଶୁକ୍ରବାର ସହରାଞ୍ଚଳରେ…

୪୧.୭୫ ଲକ୍ଷ ଛାତ୍ରଛାତ୍ରୀଙ୍କ ନିକଟରେ ମଧ୍ୟାହ୍ନ ଭୋଜନ ଯୋଜନା ପହଞ୍ଚିଛି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୪୧,୭୪,୯୧୫ ଜଣ ଛାତ୍ରଛାତ୍ରୀ…

ମତ୍ସ୍ୟଚାଷ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ଏବଂ ଆଇଆରଏମଏ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଓଡ଼ିଶା ସରକାର ଗୁଜରାଟର ଗ୍ରାମୀଣ ପରିଚାଳନା ପ୍ରତିଷ୍ଠାନ ଆନନ୍ଦ (ଆଇଆରଏମଏ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛନ୍ତି।ଏହି ଚୁକ୍ତିନାମାର…

କଳିଙ୍ଗାଘାଟିରେ ପରିବା ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ଘୁ.ଉଦୟଗିରି: ଛତିଶଗଡ଼ର ରାଜଧାନୀ ରାୟପୁରରୁ ପରିବା ବୋଝେଇ କରି ବ୍ରହ୍ମପୁର ଅଭିମୁଖେ ଯାଉଥିବା ଓଆର୦୭ଏପି ୯୭୭୯ ନମ୍ବର ବିଶିଷ୍ଟ ଏକ ଆଇଚର…

ଡବଲ୍‌ ଇଞ୍ଜିନ୍‌ ସରକାର ଓଡ଼ିଶା ପାଇଁ ଶୁଭଙ୍କର: ମୁଖ୍ୟମନ୍ତ୍ରୀ

ରାଇରଙ୍ଗପୁର/ଖିଚିଂ/ଶୁକୃଳି/ଯଶିପୁର: ଡବଲ୍‌ ଇଞ୍ଜିନ୍‌ ସରକାର ଓଡ଼ିଶା ପାଇଁ ଶୁଭଙ୍କର। ପୂର୍ବ ସରକାର ନିଜର ଶାସନ କାଳରେ ଲୋକଙ୍କ କଥା ଚିନ୍ତା କରିନଥିଲେ।…

ମୟୂରଭଞ୍ଜ ମୋ ଦ୍ବିତୀୟ ଘର: ମୁଖ୍ୟମନ୍ତ୍ରୀ

ଉଦଳା-୧: ଉଦଳା ସହିତ ମୋର ସମ୍ପର୍କ ଅତି ନିବିଡ଼ ଓ ନିଆରା। ବିଧାୟକ ହେବା ପୂର୍ବରୁ ଏହି ମାଟି ସହିତ ମୋର…

‘ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’

ରାଇରଙ୍ଗପୁର/ଖିଚିଂ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ…

ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨…

ରାଜ୍ୟରେ ମହିଳା ନିର୍ଯାତନାକୁ ନେଇ ସରକାରଙ୍କୁ ଟର୍ଗେଟ୍‌ କଲା କଂଗ୍ରେସ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଜି ବିଶାଳ ପ୍ରଦର୍ଶନ କରିଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭକ୍ତ…