କ୍ୟାବିନେଟ୍‌ର ୧୭ତମ ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଓଡ଼ିଶା କ୍ୟାବିନେଟ୍ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ମୋଟ ଛଅଟି ଗୁରୁତ୍ୱପୂର୍ଣ୍ଣ…

ପହଲଗାମ ଆତଙ୍କୀ ହମଲା ପରେ ସାଉଦ ଆରବ ଗସ୍ତ ଅଧାରୁ ଫେରିଲେ ମୋଦି, ଡୋଭାଲ ଓ ଜୟଶଙ୍କରଙ୍କ ସହ ବୈଠକ

ନୂଆଦିଲ୍ଲୀ: ହୃଦୟବିଦାରକ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ସ୍ବଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୁଇ ଦିନିଆ ସାଉଦ ଆରବ…

କଶ୍ମୀରରୁ ଓଡ଼ିଆ ପର୍ଯ୍ୟଟକଙ୍କ ମୃତଦେହ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମ୍‌ରେ ଆଜି ଅପରାହ୍ଣରେ ଘଟିଥିବା ଆତଙ୍କବାଦୀଙ୍କ ଗୁଳିମାଡ଼ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଲିଠାରୁ ବନ୍ଦ ରହିବ ଅଙ୍ଗନବାଡ଼ି-ବିଦ୍ୟାଳୟ, ଜାରି ରହିବ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା

ଭୁବନେଶ୍ବର: ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍‌ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ…

୨୪ରେ ମିିଳିବ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଚଳିତ ମାସ ୨୪ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନବୀନ ପଟ୍ଟନାୟକ ନବମ ଥର ପାଇଁ ବିଜେଡିର ରାଜ୍ୟ ସଭାପତିଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଏନେଇ ବିଜେଡିର ନିର୍ବାଚନ ଅଧିକାରୀ…

ଭଞ୍ଜନଗର: ଭାଜପାରେ ମିଶିବେ ବିଜେଡି-କଂଗ୍ରେସର ବହୁ ବିଧାୟକ! ସାଂଘାତିକ ଖୁଲାସା କଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୭/ ୦୪ ( ଅମରେନ୍ଦ୍ର କୁମାର ପଟ୍ଟନାୟକ, ଓଡ଼ିଶା ଟୁଡେ) ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଭାଜପାର ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଲୋକାର୍ପିତ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଛି।…

ପୁରୀରେ ବିଜେପିର ପ୍ରଶିକ୍ଷଣ ଶିବିର ଉଦଘାଟନ କଲେ ଜେ.ପି ନଡ୍ଡା, ନେତାଙ୍କୁ ଦେଉଛନ୍ତି ଗୁରୁମନ୍ତ୍ର

ଭୁବନେଶ୍ବର: ପୁରୀରେ ଆରମ୍ଭ ହେଲା ନଡ୍ଡାଙ୍କ ପାଠଶାଳା । ଦୁଇ ଦିନିଆ ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ କଲେ ଜେ.ପି ନଡ୍ଡା ।…

ଏପ୍ରିଲ ୧୨ରେ ଭୁବନେଶ୍ବର ଏମ୍‌ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏବଂ ରସାୟନ ଏବଂ ସାର ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଶନିବାର ଏମ୍ସ…