ଭଞ୍ଜନଗର ବିଜେପି ପକ୍ଷରୁ, ରାହୁଲ ଓ ସୋନିଆ ଗାନ୍ଧିଙ୍କ କୁଶପୁତ୍ତଳିକା ଦାହ

ଭଂଜନଗର (ଅରକ୍ଷିତ ପରିଛା, ଓଡ଼ିଶା ଟୁଡେ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣକୁ ନେଇ, ବିରୋଧୀ ଦଳର ସୋନିଆ ଗାନ୍ଧୀ ଏବଂ ରାହୁଲ…

କେନ୍ଦ୍ର ବଜେଟ୍‌ ଉପରେ ପ୍ରତିକ୍ରିୟା ଦେଲେ ନବୀନ; ଏମିତି କହିଲେ…

ଭୁବନେଶ୍ବର: ଆର୍ଥିକ ବର୍ଷ ୨୦୫-୨୬ ପାଇଁ ଆଜି ସଂସଦରେ ବଜେଟ୍‌ ଉପସ୍ଥାପିତ ହୋଇଛି। କେନ୍ଦ୍ରର ବଜେଟ୍‌ ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ସଡ଼କ ସୁରକ୍ଷା ସଚେତନତା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲାସ୍ତରୀୟ ପୁରସ୍କାର ସଭା ଓ ଉଦଯାପନୀ ଉତ୍ସବ

ଭଞ୍ଜନଗର/ ଛତ୍ରପୁର (ଅରକ୍ଷିତ ପରିଛା, ଓଡ଼ିଶା ଟୁଡେ): ଓଡିଶା ସରକାର ଙ୍କ ନିର୍ଦ୍ଦେଶ କ୍ରମେ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଜାନୁଆରୀ…

କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟ ବିକଶିତ ଭାରତ ପାଇଁ ବଜେଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ…

୧୨ ଲକ୍ଷ ପର୍ଯ୍ୟନ୍ତ ଯାଏ ପଡ଼ିବନି ଆୟକର, ବଜେଟକୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ମୁଖ୍ୟମନ୍ତ୍ରୀଙ୍କ ପୂର୍ତ୍ତ ବିଭାଗ ସମୀକ୍ଷା: ନୂଆ ରୂପ ନେବ ତାରିଣୀ ମନ୍ଦିର

ଭୁବନେଶ୍ୱର: କେନ୍ଦୁଝର ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ।…

ଯୁକ୍ତ୨ ଥିଓରି ପରୀକ୍ଷା: ୧୨ରୁ ପଠାଯିବ ପ୍ରଶ୍ନପତ୍ର

ଭୁବନେଶ୍ବର: ଫେବ୍ରୁଆରି ୧୮ରୁ ଯୁକ୍ତ୨ ଥିଓରି ପରୀକ୍ଷା। ହାତରେ ଆଉ କମ୍‌ ସମୟ ରହିଥିବାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ…

ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ବ ଗ୍ରହଣ କଲେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ

ଭୁବନେଶ୍ବର: ଆଜି ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଆଦିତ୍ୟ ପ୍ରସାଦ…

ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜେ…

ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ୪ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

ପୁରୀ: ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି…